Leviticus 20:12 — Compare Translations

5 translations compared side by side

Odia - 1840
"ଯଦି କୌଣସି ଲୋକ ତା'ର ପୁତ୍ରବଧୂ ସହିତ ୟୌନ ସଂପର୍କ ରେଖ, ତବେେ ସେ ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ହତ୍ଯା କରାୟିବା ଉଚିତ୍। ସମାନେେ ଅତି ଜଘନ୍ଯ ଅପରାଧ କରିଛନ୍ତି ଓ ସମାନେେ ମୃତ୍ଯୁଦଣ୍ଡ ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେବେ କେହି ଆପଣା ପୁତ୍ରବଧୂ ସହିତ ଶୟନ କରେ, ତେବେ ସେ ଦୁହେଁ ନିତା; ହତ ହେବେ; ସେମାନେ ପାଷାଣ୍ତ କର୍ମ କରିଅଛନ୍ତି; ସେମାନଙ୍କର ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି କୌଣସି ଲୋକ ତା’ର ପୁତ୍ରବଧୂ ସହିତ ଯୌନ ସମ୍ପର୍କ ରଖେ, ତେବେ ସେ ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ହତ୍ୟା କରାଯିବା ଉଚିତ୍। ସେମାନେ ଅତି ଜଘନ୍ୟ ଅପରାଧ କରିଛନ୍ତି ଓ ସେମାନେ ମୃତ୍ୟୁଦଣ୍ଡ ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯଦି କେହି ଆପଣା ପୁତ୍ରବଧୂ ସହିତ ଶୟନ କରେ, ତେବେ ସେ ଦୁହେଁ ନିତାନ୍ତ ହତ ହେବେ; ସେମାନେ ପାଷାଣ୍ଡ କର୍ମ କରିଅଛନ୍ତି; ସେମାନଙ୍କର ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯଦି କେହି ଆପଣା ପୁତ୍ରବଧୂ ସହିତ ଶୟନ କରେ, ତେବେ ସେ ଦୁହେଁ ନିତାନ୍ତ ହତ ହେବେ; ସେମାନେ ପାଷାଣ୍ଡ କର୍ମ କରିଅଛନ୍ତି; ସେମାନଙ୍କର ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।