Leviticus 20:13 — Compare Translations
5 translations compared side by side
Odia - 1840
"ଯଦି କୌଣସି ପୁରୁଷ ଅନ୍ୟ ଏକ ପୁରୁଷ ସହିତ ସ୍ତ୍ରୀ ଲୋକ ପରି ୟୌନ ସଂପର୍କ ରେଖ, ତବେେ ସମାନେେ ଉଭୟେ ଅତି ଭୟଙ୍କର ପାପ କରିଛନ୍ତି। ସମାନେେ ମୃତ୍ଯୁଦଣ୍ଡ ପାଇବା ଉଚିତ୍। ସମାନେେ ସମାନଙ୍କେର ଅପରାଧ ବହନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପୁରୁଷ ଯେବେ ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଶୟନ କରେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତା; ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି କୌଣସି ପୁରୁଷ ଅନ୍ୟ ଏକ ପୁରୁଷ ସହିତ ସ୍ତ୍ରୀଲୋକ ପରି ଯୌନ ସମ୍ପର୍କ ରଖେ, ତେବେ ସେମାନେ ଉଭୟେ ଅତି ଭୟଙ୍କର ପାପ କରିଛନ୍ତି। ସେମାନେ ମୃତ୍ୟୁଦଣ୍ଡ ପାଇବା ଉଚିତ୍। ସେମାନେ ସେମାନଙ୍କର ଅପରାଧ ବହନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପୁରୁଷ ଯଦି ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଯୌନ ସମ୍ପର୍କ ରଖେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପୁରୁଷ ଯଦି ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଯୌନ ସମ୍ପର୍କ ରଖେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।