Leviticus 20:14 — Compare Translations

5 translations compared side by side

Odia - 1840
"ଯଦି କହେି କୌଣସି ସ୍ତ୍ରୀ ସହିତ ଓ ତା'ର ମାତା ସହିତ ୟୌନକ୍ରିଯା କରେ, ତବେେ ସେ ପୁରୁଷ ସହିତ ସେ ଦୁଇ ସ୍ତ୍ରୀଙ୍କୁ ଅଗ୍ନି ରେ ଦଗ୍ଧ କରାୟିବ। ଏପରି ଜଘନ୍ଯ ପାପ ଯେପରି ଆଉ ତୁମ୍ଭମାନଙ୍କ ମଧିଅରେ ନହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, କେହି ଯେବେ କୌଣସି ସ୍ତ୍ରୀକି ଓ ତାହାର ମାତାକୁ ଗ୍ରହଣ କରେ, ତେବେ ତାହା ଦୁଷ୍ଟତା ଅଟେ; ତୁମ୍ଭମାନଙ୍କ ମଧ୍ୟରେ ଯେପରି ଏପରି ଦୁଷ୍ଟତା ନ ହୁଏ, ଏଥିପାଇଁ ସେ ଓ ସେମାନେ ଉଭୟ ଅଗ୍ନିରେ ଦଗ୍ଧ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି କେହି କୌଣସି ସ୍ତ୍ରୀ ସହିତ ଓ ତା’ର ମାତା ସହିତ ଯୌନକ୍ରିୟା କରେ, ତେବେ ସେ ପୁରୁଷ ସହିତ ସେ ଦୁଇ ସ୍ତ୍ରୀଙ୍କୁ ଅଗ୍ନିରେ ଦ‌‌‌‌ଗ୍‌‌‌‌ଧ କରାଯିବ। ଏପରି ଜଘନ୍ୟ ପାପ ଯେପରି ଆଉ ତୁମ୍ଭମାନଙ୍କ ମଧ୍ୟରେ ନ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, କେହି ଯଦି କୌଣସି ସ୍ତ୍ରୀକୁ ଓ ତାହାର ମାତାକୁ ଗ୍ରହଣ କରେ, ତେବେ ତାହା ଦୁଷ୍ଟତା ଅଟେ; ତୁମ୍ଭମାନଙ୍କ ମଧ୍ୟରେ ଯେପରି ଏପରି ଦୁଷ୍ଟତା ନ ହୁଏ, ଏଥିପାଇଁ ସେ ଓ ସେମାନେ ଉଭୟ ଅଗ୍ନିରେ ଦଗ୍ଧ ହେବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, କେହି ଯଦି କୌଣସି ସ୍ତ୍ରୀକୁ ଓ ତାହାର ମାତାକୁ ଗ୍ରହଣ କରେ, ତେବେ ତାହା ଦୁଷ୍ଟତା ଅଟେ; ତୁମ୍ଭମାନଙ୍କ ମଧ୍ୟରେ ଯେପରି ଏପରି ଦୁଷ୍ଟତା ନ ହୁଏ, ଏଥିପାଇଁ ସେ ଓ ସେମାନେ ଉଭୟ ଅଗ୍ନିରେ ଦଗ୍ଧ ହେବେ।