Leviticus 20:15 — Compare Translations
5 translations compared side by side
Odia - 1840
"ଯଦି କହେି କୌଣସି ପଶୁକୁ ସଙ୍ଗମ କରେ, ତବେେ ସେ ନିଶ୍ଚଯ ହତ ହବେ ଓ ତୁମ୍ଭମାନେେ ମଧ୍ଯ ସହେି ପଶୁକୁ ବଧ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେବେ କେହି ପଶୁ ସହିତ ସଙ୍ଗମ କରେ, ତେବେ ସେ ନିତା; ହତ ହେବ; ପୁଣି ତୁମ୍ଭେମାନେ ସେହି ପଶୁକୁ ମଧ୍ୟ ବଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି କେହି କୌଣସି ପଶୁକୁ ସଙ୍ଗମ କରେ, ତେବେ ସେ ନିଶ୍ଚୟ ହତ ହେବ ଓ ତୁମ୍ଭେମାନେ ମଧ୍ୟ ସେହି ପଶୁକୁ ବଧ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯଦି କେହି ପଶୁ ସହିତ ସହବାସ କରେ, ତେବେ ସେ ନିତାନ୍ତ ହତ ହେବ; ପୁଣି ତୁମ୍ଭେମାନେ ସେହି ପଶୁକୁ ମଧ୍ୟ ବଧ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯଦି କେହି ପଶୁ ସହିତ ସହବାସ କରେ, ତେବେ ସେ ନିତାନ୍ତ ହତ ହେବ; ପୁଣି ତୁମ୍ଭେମାନେ ସେହି ପଶୁକୁ ମଧ୍ୟ ବଧ କରିବ।