Leviticus 20:16 — Compare Translations

5 translations compared side by side

Odia - 1840
"ଯବେେ କୌଣସି ସ୍ତ୍ରୀ କୌଣସି ପଶୁ ସହିତ ସଙ୍ଗମ କରେ, ତବେେ ସହେି ସ୍ତ୍ରୀ ଓ ସହେି ପଶୁ ଉଭୟଙ୍କୁ ବଧ କହାୟିବ। ସମାନେେ ନିଶ୍ଚିତ ହତ ହବେେ। ସମାନଙ୍କେର ମୃତ୍ଯୁଜନିତ ଅପରାଧ ପାଇଁ ସମାନେେ ଦାଯୀ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, କୌଣସି ସ୍ତ୍ରୀ ଯେବେ କୌଣସି ପଶୁ ସହିତ ସଙ୍ଗମ କରିବାକୁ ତାହା ନିକଟକୁ ଯାଇ ତାହା ଆଗରେ ଶୟନ କରେ, ତେବେ ତୁମ୍ଭେ ସେହି ସ୍ତ୍ରୀକି ଓ ପଶୁକୁ ବଧ କରିବ; ସେମାନେ ନିତା; ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେବେ କୌଣସି ସ୍ତ୍ରୀ କୌଣସି ପଶୁ ସହିତ ସଙ୍ଗମ କରେ, ତେବେ ସେହି ସ୍ତ୍ରୀ ଓ ସେହି ପଶୁ ଉଭୟଙ୍କୁ ବଧ କରାଯିବ। ସେମାନେ ନିଶ୍ଚିତ ହତ ହେବେ। ସେମାନଙ୍କର ମୃତ୍ୟୁଜନିତ ଅପରାଧ ପାଇଁ ସେମାନେ ଦାୟୀ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କୌଣସି ସ୍ତ୍ରୀ ଯଦି କୌଣସି ପଶୁ ସହିତ ସହବାସ କରିବାକୁ ତାହା ନିକଟକୁ ଯାଇ ତାହା ଆଗରେ ଶୟନ କରେ, ତେବେ ତୁମ୍ଭେ ସେହି ସ୍ତ୍ରୀକୁ ଓ ପଶୁକୁ ବଧ କରିବ; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, କୌଣସି ସ୍ତ୍ରୀ ଯଦି କୌଣସି ପଶୁ ସହିତ ସହବାସ କରିବାକୁ ତାହା ନିକଟକୁ ଯାଇ ତାହା ଆଗରେ ଶୟନ କରେ, ତେବେ ତୁମ୍ଭେ ସେହି ସ୍ତ୍ରୀକୁ ଓ ପଶୁକୁ ବଧ କରିବ; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।