Leviticus 20:17 — Compare Translations

5 translations compared side by side

Odia - 1840
"ଯଦି କହେି ନିଜର ଭଗିନୀକି ଅର୍ଥାତ୍ ପିତୃକନ୍ଯା କି ମାତୃକନ୍ଯାକୁ ବିବାହ କରେ ଓ ଉଭୟଙ୍କ ମଧିଅରେ ୟୌନ ସଂପର୍କ ହୁଏ, ତବେେ ତାହା ଲଜ୍ଜାଜନକ। ସମାନେେ ସର୍ବସାଧାରଣ ରେ ଦଣ୍ଡିତ ହବୋ ଉଚିତ୍ ଓ ନିଜ ଲୋକମାନଙ୍କ ଠାରୁ ପୃଥକ୍ ରହିବେ। ଯେଉଁ ଲୋକ ତା'ର ନିଜର ଭଉଣୀ ସହିତ ଶାରୀରିକ ସଂପର୍କ ଥିଲା ଏବଂ ସେ ନିଜେ ତା'ର ପରିଣାମ ଭୋଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେବେ କେହି ଆପଣା ଭଗିନୀକି, ଅର୍ଥାତ୍, ଆପଣା ପିତୃକନ୍ୟା କି ମାତୃକନ୍ୟାକୁ ଗ୍ରହଣ କରେ ଓ ଦୁହେଁ ଏକଆରେକର ଉଲଙ୍ଗତା ଦେଖନ୍ତି, ତେବେ ତାହା ଲଜ୍ଜାର ବିଷୟ; ସେମାନେ ଆପଣା ଲୋକମାନଙ୍କ ସନ୍ତାନଗଣର ସାକ୍ଷାତରେ ଉଚ୍ଛିନ୍ନ ହେବେ; ସେ ଆପଣା ଭଗିନୀର ଆବରଣୀୟ ଅନାବୃତ କରିଅଛି; ସେ ଆପଣା ଅପରାଧ ବହିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି କେହି ନିଜର ଭଗିନୀକି ଅର୍ଥାତ୍ ପିତୃକନ୍ୟା କି ମାତୃକନ୍ୟାକୁ ବିବାହ କରେ ଓ ଉଭୟଙ୍କ ମଧ୍ୟରେ ଯୌନ ସମ୍ପର୍କ ହୁଏ, ତେବେ ତାହା ଲଜ୍ଜାଜନକ। ସେମାନେ ସର୍ବସାଧାରଣରେ ଦଣ୍ଡିତ ହେବା ଉଚିତ୍ ଓ ନିଜ ଲୋକମାନଙ୍କଠାରୁ ପୃଥକ ରହିବେ। ଯେଉଁ ଲୋକ ତା’ର ନିଜର ଭଉଣୀ ସହିତ ଶାରୀରିକ ସମ୍ପର୍କ ଥିଲା ଏବଂ ସେ ନିଜେ ତା’ର ପରିଣାମ ଭୋଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯଦି କେହି ଆପଣା ଭଗିନୀକୁ, ଅର୍ଥାତ୍‍, ଆପଣା ପିତୃକନ୍ୟା କି ମାତୃକନ୍ୟାକୁ ଗ୍ରହଣ କରେ ଓ ଦୁହେଁ ପରସ୍ପରର ଉଲଙ୍ଗତା ଦେଖନ୍ତି, ତେବେ ତାହା ଲଜ୍ଜାର ବିଷୟ; ସେମାନେ ଆପଣା ଲୋକମାନଙ୍କ ସନ୍ତାନଗଣର ସାକ୍ଷାତରେ ଉଚ୍ଛିନ୍ନ ହେବେ; ସେ ଆପଣା ଭଗିନୀର ଆବରଣୀୟ ଅନାବୃତ କରିଅଛି; ସେ ଆପଣା ଅପରାଧ ବୋହିବ।
Odia IRV 2017 (ଓଡିଆ ବାଇବେଲ)