Leviticus 20:18 — Compare Translations
5 translations compared side by side
Odia - 1840
"ଯଦି କହେି ରଜସ୍ବଳା ନାରୀ ସହିତ ୟୌନ ସଂପର୍କ ରେଖ, ତବେେ ଉଭୟେ ପୁରୁଷ ଓ ସ୍ତ୍ରୀ ନିଜ ଲୋକମାନଙ୍କଠାରୁ ପୃଥକ୍ ରହିବା ଉଚିତ୍। ସମାନେେ ଅପରାଧୀ କାରଣ ସମାନେେ ତା'ର ମାସିକ କ୍ଷରଣ ଅନାବୃତ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେବେ କେହି ରଜସ୍ଵଳା ସ୍ତ୍ରୀ ସହିତ ଶୟନ କରେ ଓ ତାହାର ଆବରଣୀୟ ଅନାବୃତ କରେ, ତେବେ ସେହି ପୁରୁଷ ତାହାର ଝରଣା ପ୍ରକାଶ କରିବାରୁ ଓ ସେହି ସ୍ତ୍ରୀ ଆପଣା ଝରଣା ଅନାବୃତ କରିବାରୁ, ସେ ଦୁହେଁ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି କେହି ରଜସ୍ୱଳା ନାରୀ ସହିତ ଯୌନ ସମ୍ପର୍କ ରଖେ, ତେବେ ଉଭୟେ ପୁରୁଷ ଓ ସ୍ତ୍ରୀ ନିଜ ଲୋକମାନଙ୍କଠାରୁ ପୃଥକ ରହିବା ଉଚିତ୍। ସେମାନେ ଅପରାଧୀ କାରଣ ସେମାନେ ତା’ର ମାସିକ କ୍ଷରଣ ଅନାବୃତ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯଦି କେହି ରଜସ୍ୱଳା ସ୍ତ୍ରୀ ସହିତ ଶୟନ କରେ ଓ ତାହାର ଆବରଣୀୟ ଅନାବୃତ କରେ, ତେବେ ସେହି ପୁରୁଷ ତାହାର ରକ୍ତର କ୍ଷରଣ ପ୍ରକାଶ କରିବାରୁ ଓ ସେହି ସ୍ତ୍ରୀ ଆପଣା ରକ୍ତର କ୍ଷରଣ ଅନାବୃତ କରିବାରୁ, ସେ ଦୁହେଁ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।
Odia IRV 2017 (ଓଡିଆ ବାଇବେଲ)