Leviticus 20:19 — Compare Translations

5 translations compared side by side

Odia - 1840
"ତୁମ୍ଭେ ତୁମ୍ଭର ମାଉସୀ କିମ୍ବା ପିଉସୀ ସହିତ ୟୌନ ସଂପର୍କ ରଖିବ ନାହିଁ। ତାହା ନିଜର ନିକଟବର୍ତ୍ତୀ ସଂପର୍କୀଯ ସହିତ ଅପରାଧ ହବେ ଓ ସେଥିପାଇଁ ସମାନେେ ନିଜ ନିଜ ଅପରାଧ ବହନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେ ଆପଣା ମାଉସୀର ବା ପିଉସୀର ଆବରଣୀୟ ଅନାବୃତ କରିବ ନାହିଁ; ତାହା କଲେ, ଆପଣା ନିକଟବର୍ତ୍ତୀ କୁଟୁମ୍ଵର ଆବରଣୀୟ ଅନାବୃତ କରାଯାଏ; ସେମାନେ ଆପଣା ଆପଣା ଅପରାଧ ବହିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ତୁମ୍ଭର ମାଉସୀ କିମ୍ବା ପିଉସୀ ସହିତ ଯୌନ ସମ୍ପର୍କ ରଖିବ ନାହିଁ। ତାହା ନିଜର ନିକଟବର୍ତ୍ତୀ ସମ୍ପର୍କୀୟ ସହିତ ଅପରାଧ ହେବ ଓ ସେଥିପାଇଁ ସେମାନେ ନିଜ ନିଜ ଅପରାଧ ବହନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେ ଆପଣା ମାଉସୀର ବା ପିଉସୀର ଆବରଣୀୟ ଅନାବୃତ କରିବ ନାହିଁ; ତାହା କଲେ, ଆପଣା ନିକଟବର୍ତ୍ତୀ କୁଟୁମ୍ବର ଆବରଣୀୟ ଅନାବୃତ କରାଯାଏ। ସେମାନେ ଆପଣା ଆପଣା ଅପରାଧ ବୋହିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେ ଆପଣା ମାଉସୀର ବା ପିଉସୀର ଆବରଣୀୟ ଅନାବୃତ କରିବ ନାହିଁ; ତାହା କଲେ, ଆପଣା ନିକଟବର୍ତ୍ତୀ କୁଟୁମ୍ବର ଆବରଣୀୟ ଅନାବୃତ କରାଯାଏ। ସେମାନେ ଆପଣା ଆପଣା ଅପରାଧ ବୋହିବେ।