Leviticus 20:2 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ତୁମ୍ଭ ଇଶ୍ରାୟେଲ ସନ୍ତାନଗଣଙ୍କୁ କହିବ ଇଶ୍ରାୟେଲ ସନ୍ତାନଗଣ ମଧ୍ଯରୁ କହେି ହେଉ କିମ୍ବା ସମାନଙ୍କେ ସହିତ ସହବାସୀ ପ୍ରବାସୀ ବିଦେଶୀମାନଙ୍କ ମଧ୍ଯରୁ କହେି ଲୋକ ଯଦି ଆପଣା ବଂଶର କାହାକୁ ମାେଲକ୍ ଦବେତା ଉଦ୍ଦେଶ୍ଯ ରେ ପ୍ରଦାନ କରେ, ତବେେ ତାହାର ନିଶ୍ଚଯ ପ୍ରାଣଦଣ୍ଡ ହବେ ଓ ଦେଶୀଯ ଲୋକମାନେ ତାକୁ ପଥର ମାରି ହତ୍ଯା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆହୁରି କହିବ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଅବା ଇସ୍ରାଏଲ ମଧ୍ୟରେ ପ୍ରବାସକାରୀ ବିଦେଶୀମାନଙ୍କ ମଧ୍ୟରୁ କୌଣସି ଲୋକ ଯେବେ ଆପଣା ବଂଶର କାହାକୁ ମୋଲକ୍-ଦେବତାର ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ତ ହେବ ଓ ଦେଶୀୟ ଲୋକମାନେ ତାହାକୁ ପଥର ମାରି ବଧ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ମଧ୍ୟ ତୁମ୍ଭ ଇସ୍ରାଏଲ ସନ୍ତାନଗଣଙ୍କୁ କହିବ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ କେହି ହେଉ କିମ୍ବା ସେମାନଙ୍କ ସହିତ ସହବାସୀ ପ୍ରବାସୀ ବିଦେଶୀମାନଙ୍କ ମଧ୍ୟରୁ କେହି ଲୋକ ଯଦି ଆପଣା ବଂଶର କାହାକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ଡ ହେବ ଓ ଦେଶୀୟ ଲୋକମାନେ ତାକୁ ପଥର ମାରି ହତ୍ୟା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆହୁରି କହିବ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଅବା ଇସ୍ରାଏଲ ମଧ୍ୟରେ ପ୍ରବାସକାରୀ ବିଦେଶୀମାନଙ୍କ ମଧ୍ୟରୁ କୌଣସି ଲୋକ ଯଦି ଆପଣା ବଂଶର କାହାକୁ ମୋଲକ୍‍ ଦେବତାର ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ଡ ହେବ ଓ ଦେଶୀୟ ଲୋକମାନେ ତାହାକୁ ପଥର ମାରି ବଧ କରିବେ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଆହୁରି କହିବ, ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଅବା ଇସ୍ରାଏଲ ମଧ୍ୟରେ ପ୍ରବାସକାରୀ ବିଦେଶୀମାନଙ୍କ ମଧ୍ୟରୁ କୌଣସି ଲୋକ ଯଦି ଆପଣା ବଂଶର କାହାକୁ ମୋଲକ୍‍ ଦେବତାର ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ଡ ହେବ ଓ ଦେଶୀୟ ଲୋକମାନେ ତାହାକୁ ପଥର ମାରି ବଧ କରିବେ।