Leviticus 20:21 — Compare Translations

5 translations compared side by side

Odia - 1840
"ଯଦି କହେି ଭାତୃବଧୂକୁ ବିବାହ କରେ, ଏହା ଗୋଟିଏ ଅଶୁଦ୍ଧ କାର୍ୟ୍ଯ ଅଟେ, ସେ ତାଙ୍କର ଭାଇଙ୍କୁ ଅସମ୍ମାନ କରିଥାଏ। ସହେି ସ୍ତ୍ରୀ ତା'ର ଭାଇର ଅଟେ। ସମାନଙ୍କେର ସନ୍ତାନ ଜନ୍ମ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେବେ କେହି ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରେ, ତେବେ ତାହା ଅଶୁଚି କର୍ମ; ସେ ଆପଣା ଭ୍ରାତାର ଆବରଣୀୟ ଅନାବୃତ କରିଅଛି; ସେମାନେ ନିଃସନ୍ତାନ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି କେହି ଭାତୃବଧୂକୁ ବିବାହ କରେ, ଏହା ଗୋଟିଏ ଅଶୁଦ୍ଧ କାର୍ଯ୍ୟ ଅଟେ, ସେ ତାଙ୍କର ଭାଇଙ୍କୁ ଅସମ୍ମାନ କରିଥାଏ। ସେହି ସ୍ତ୍ରୀ ତା’ର ଭାଇର ଅଟେ। ସେମାନଙ୍କର ସନ୍ତାନ ଜନ୍ମ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯଦି କେହି ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରେ, ତେବେ ତାହା ଅଶୁଚି କର୍ମ; ସେ ଆପଣା ଭ୍ରାତାର ଆବରଣୀୟ ଅନାବୃତ କରିଅଛି; ସେମାନେ ନିଃସନ୍ତାନ ହେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯଦି କେହି ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରେ, ତେବେ ତାହା ଅଶୁଚି କର୍ମ; ସେ ଆପଣା ଭ୍ରାତାର ଆବରଣୀୟ ଅନାବୃତ କରିଅଛି; ସେମାନେ ନିଃସନ୍ତାନ ହେବେ।