Leviticus 20:22 — Compare Translations
5 translations compared side by side
Odia - 1840
"ଏଣୁ ତୁମ୍ଭମାନେେ ଆମ୍ଭର ସମସ୍ତ ବ୍ଯବସ୍ଥା ଓ ବିଧି ମାନ୍ଯ କରି ପାଳନ କରିବ। ଆମ୍ଭେ ଯେଉଁ ଦେଶ ରେ ବାସ କରିବାକୁ ତୁମ୍ଭମାନଙ୍କୁ ନଇେ ଯାଉଅଛୁ, ସହେି ଦେଶ ତୁମ୍ଭମାନଙ୍କୁ ଉଦ୍ଗାର କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଶାସନ ମାନ୍ୟ କରି ପାଳନ କରିବ; ତହିଁରେ ଆମ୍ଭେ ଯେଉଁ ଦେଶରେ ବାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶ ତୁମ୍ଭମାନଙ୍କୁ ଉଦ୍ଗାର କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଏଣୁ ତୁମ୍ଭେମାନେ ଆମ୍ଭର ସମସ୍ତ ବ୍ୟବସ୍ଥା ଓ ବିଧି ମାନ୍ୟ କରି ପାଳନ କରିବ। ଆମ୍ଭେ ଯେଉଁ ଦେଶରେ ବାସ କରିବାକୁ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶ ତୁମ୍ଭମାନଙ୍କୁ ଉଦ୍ଗାର କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଆଜ୍ଞା ମାନ୍ୟ କରି ପାଳନ କରିବ; ତହିଁରେ ଆମ୍ଭେ ଯେଉଁ ଦେଶରେ ବାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶ ତୁମ୍ଭମାନଙ୍କୁ ଉଦ୍ଗାର କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଆଜ୍ଞା ମାନ୍ୟ କରି ପାଳନ କରିବ; ତହିଁରେ ଆମ୍ଭେ ଯେଉଁ ଦେଶରେ ବାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶ ତୁମ୍ଭମାନଙ୍କୁ ଉଦ୍ଗାର କରିବ ନାହିଁ।