Leviticus 20:23 — Compare Translations

5 translations compared side by side

Odia - 1840
"ପୁଣି ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀଯମାନଙ୍କୁ ତଡି ଦେଉଛୁ, ସମାନଙ୍କେ ଆଚରଣ ତୁମ୍ଭମାନେେ କରିବ ନାହିଁ। କାରଣ ସମାନେେ ସହେିସବୁ ଦୁଷ୍କର୍ମ କରିବାରୁ ଆମ୍ଭେ ସମାନଙ୍କେୁ ଘୃଣା କଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟ ଲୋକମାନଙ୍କୁ ଦୂର କରୁଅଛୁ, ସେମାନଙ୍କ ଆଚାର ଅନୁସାରେ ତୁମ୍ଭେମାନେ ଚଳିବ ନାହିଁ; କାରଣ ସେମାନେ ସେହିସବୁ ଦୁଷ୍କର୍ମ କଲେ, ଏଣୁକରି ଆମ୍ଭେ ସେମାନଙ୍କୁ ଘୃଣା କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟମାନଙ୍କୁ ତଡ଼ି ଦେଉଛୁ, ସେମାନଙ୍କ ଆଚରଣ ତୁମ୍ଭେମାନେ କରିବ ନାହିଁ। କାରଣ ସେମାନେ ସେହିସବୁ ଦୁଷ୍କର୍ମ କରିବାରୁ ଆମ୍ଭେ ସେମାନଙ୍କୁ ଘୃଣା କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟ ଲୋକମାନଙ୍କୁ ଦୂର କରୁଅଛୁ, ସେମାନଙ୍କ ଆଚରଣ ଅନୁସାରେ ତୁମ୍ଭେମାନେ ଚ଼ାଲିବ ନାହିଁ; କାରଣ ସେମାନେ ସେହି ସବୁ ଦୁଷ୍କର୍ମ କଲେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଘୃଣା କଲୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟ ଲୋକମାନଙ୍କୁ ଦୂର କରୁଅଛୁ, ସେମାନଙ୍କ ଆଚରଣ ଅନୁସାରେ ତୁମ୍ଭେମାନେ ଚ଼ାଲିବ ନାହିଁ; କାରଣ ସେମାନେ ସେହିସବୁ ଦୁଷ୍କର୍ମ କଲେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଘୃଣା କଲୁ।