Leviticus 20:24 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭଙ୍କୁ କହିଲି, ସମାନଙ୍କେର ଭୂମି ତୁମ୍ଭେ ଅକ୍ତିଆର କରିବ, ମୁଁ କହିବି ଏହା ତୁମ୍ଭେ ଅକ୍ତିଆର କର। ଏହା ଗୋଟିଏ ଭୂମି ଯେଉଁଠା ରେ ଦୁଧ ଓ ମଧୁ ବହି ଯାଉଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କରିବ; ଆଉ, ଆମ୍ଭେ ଅଧିକାର ନିମନ୍ତେ ତୁମ୍ଭମାନଙ୍କୁ ସେହି ଦୁଗ୍ଧମଧୁପ୍ରବାହୀ ଦେଶ ଦେବା; ଯେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭଙ୍କୁ କହିଲି, ସେମାନଙ୍କର ଭୂମି ତୁମ୍ଭେ ଅକ୍ତିଆର କରିବ, ମୁଁ କହିବି ଏହା ତୁମ୍ଭେ ଅକ୍ତିଆର କର। ଏହା ଗୋଟିଏ ଭୂମି ଯେଉଁଠାରେ ଦୁଧ ଓ ମଧୁ ବହି ଯାଉଥାଏ। “ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ। ଏବଂ ମୁଁ ଅନ୍ୟ ଦେଶଗୁଡ଼ିକଠାରୁ ତୁମ୍ଭମାନଙ୍କୁ ପୃଥକ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କରିବ; ଆଉ, ଆମ୍ଭେ ଅଧିକାର ନିମନ୍ତେ ତୁମ୍ଭମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା; ଯେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କରିବ; ଆଉ, ଆମ୍ଭେ ଅଧିକାର ନିମନ୍ତେ ତୁମ୍ଭମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା; ଯେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ୍ କରିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।