Leviticus 20:27 — Compare Translations
5 translations compared side by side
Odia - 1840
" ଯେଉଁ ପୁରୁଷ ବା ସ୍ତ୍ରୀ ଭୁତୁଡିଆ ବା ଗୁଣିଆ ହବେ ସମାନେେ ନିଶ୍ଚଯ ହତ ହବେେ। ଲୋକମାନେ ସମାନଙ୍କେୁ ପଥର ଫିଙ୍ଗି ବଧ କରିବେ। ସମାନେେ ନିଶ୍ଚିତ ନିହତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପୁରୁଷ ଅବା ସ୍ତ୍ରୀ ଯେକେହି ଭୂତୁଡ଼ିଆ ଅବା ଗୁଣିଆ ହୁଏ, ସେ ନିତା; ହତ ହେବ; ଲୋକମାନେ ସେମାନଙ୍କୁ ପଥର ମାରି ବଧ କରିବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯେଉଁ ପୁରୁଷ ବା ସ୍ତ୍ରୀ ଭୂତୁଡ଼ିଆ ବା ଗୁଣିଆ ହେବ ସେମାନେ ନିଶ୍ଚୟ ହତ ହେବେ। ଲୋକମାନେ ସେମାନଙ୍କୁ ପଥର ଫିଙ୍ଗି ବଧ କରିବେ। ସେମାନେ ନିଶ୍ଚିତ ନିହତ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପୁରୁଷ ଅବା ସ୍ତ୍ରୀ ଯେକେହି ଭୂତୁଡ଼ିଆ ଅବା ଗୁଣିଆ ହୁଏ, ସେ ନିତାନ୍ତ ହତ ହେବ; ଲୋକମାନେ ସେମାନଙ୍କୁ ପଥର ମାରି ବଧ କରିବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।”
Odia IRV 2017 (ଓଡିଆ ବାଇବେଲ)
ଆଉ, ପୁରୁଷ ଅବା ସ୍ତ୍ରୀ ଯେକେହି ଭୂତୁଡ଼ିଆ ଅବା ଗୁଣିଆ ହୁଏ, ସେ ନିତାନ୍ତ ହତ ହେବ; ଲୋକମାନେ ସେମାନଙ୍କୁ ପଥର ମାରି ବଧ କରିବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।”