Leviticus 20:3 — Compare Translations

5 translations compared side by side

Odia - 1840
"ମୁଁ ମଧ୍ଯ ତା' ବିରୁଦ୍ଧ ରେ ଛିଡା ହବେି। ତା'ର ଦେଶର ଲୋକମାନଙ୍କଠାରୁ ପୃଥକ୍ ରଖିବି। କାରଣ ସେ ମାରେ ପବିତ୍ର ସ୍ଥାନକୁ ଅପବିତ୍ର କରିଛି ଓ ମାରେ ପବିତ୍ର ନାମକୁ ଅପବିତ୍ର କରିବାକୁ ମାେଲକ୍ ଦବେତା ଉଦ୍ଦେଶ୍ଯ ରେ ନିଜର ସନ୍ତାନମାନଙ୍କୁ ଦଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍-ଦେବତା ଉଦ୍ଦେଶ୍ୟରେ ଆପଣା ବଂଶଜାତକୁ ଦେଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମଧ୍ୟ ତା’ ବିରୁଦ୍ଧରେ ଛିଡ଼ା ହେବି। ତା’ର ଦେଶର ଲୋକମାନଙ୍କଠାରୁ ପୃଥକ ରଖିବି। କାରଣ ସେ ମୋର ପବିତ୍ର ସ୍ଥାନକୁ ଅପବିତ୍ର କରିଛି ଓ ମୋର ପବିତ୍ର ନାମକୁ ଅପବିତ୍ର କରିବାକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ନିଜର ସନ୍ତାନମାନଙ୍କୁ ଦେଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍‍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି।
Odia IRV 2017 (ଓଡିଆ ବାଇବେଲ)