Leviticus 20:4 — Compare Translations
5 translations compared side by side
Odia - 1840
"ଯେଉଁ ଲୋକ ନିଜର ସନ୍ତାନମାନଙ୍କୁ ମାେଲକ୍ ଦବେତା ଉଦ୍ଦେଶ୍ଯ ରେ ଉତ୍ସର୍ଗ କରେ, ସଙ୍ଗେ ସଙ୍ଗେ ବଧ କରାୟିବା ଉଚିତ୍। ଦେଶର ଲୋକମାନେ ଯଦି ତାହା ପ୍ରତି ଚକ୍ଷୁ ମୁଦ୍ରିତ କରନ୍ତି ଓ ତାହାକୁ ବଧ ନ କରନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁ ସମୟରେ ସେହି ଲୋକ ଆପଣା ସନ୍ତାନକୁ ମୋଲକ୍-ଦେବତା ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ସେ ସମୟରେ ଯେବେ ଦେଶୀୟ ଲୋକମାନେ କୌଣସି ରୂପେ ତାହା ପ୍ରତି ଚକ୍ଷୁ ମୁଦ୍ରିତ କରନ୍ତି ଓ ତାହାକୁ ବଧ ନ କରନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ନିଜର ସନ୍ତାନମାନଙ୍କୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ସଙ୍ଗେ ସଙ୍ଗେ ବଧ କରାଯିବା ଉଚିତ୍। ଦେଶର ଲୋକମାନେ ଯଦି ତାହା ପ୍ରତି ଚକ୍ଷୁ ମୁଦ୍ରିତ କରନ୍ତି ଓ ତାହାକୁ ବଧ ନ କରନ୍ତି,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁ ସମୟରେ ସେହି ଲୋକ ଆପଣା ସନ୍ତାନକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ସେହି ସମୟରେ ଯଦି ଦେଶୀୟ ଲୋକମାନେ କୌଣସି ରୂପେ ତାହା ପ୍ରତି ଚକ୍ଷୁ ବନ୍ଦ କରନ୍ତି ଓ ତାହାକୁ ବଧ ନ କରନ୍ତି,
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁ ସମୟରେ ସେହି ଲୋକ ଆପଣା ସନ୍ତାନକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ସେହି ସମୟରେ ଯଦି ଦେଶୀୟ ଲୋକମାନେ କୌଣସି ରୂପେ ତାହା ପ୍ରତି ଚକ୍ଷୁ ବନ୍ଦ କରନ୍ତି ଓ ତାହାକୁ ବଧ ନ କରନ୍ତି,