Leviticus 20:5 — Compare Translations

5 translations compared side by side

Odia - 1840
"ତବେେ ମୁଁ ସହେି ଲୋକ ବିରୁଦ୍ଧ ରେ ଓ ତା'ର ବଂଶ ବିରୁଦ୍ଧ ରେ ୟିବି, ସମେନଙ୍କର ମାେଲକ୍ ଦବେତା ସହିତ ଜଡିତ ହବୋ କାରଣରୁ, ତା'ର ଦେଶବାସୀଠରୁ ତାକୁ ଓ ତା'ର ଅସୁସରଣକାରୀମାନଙ୍କୁ ଦୁ ରଇେ ରଖିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଆମ୍ଭେ ସେହି ଲୋକ ବିରୁଦ୍ଧରେ ଓ ତାହାର ବଂଶ ବିରୁଦ୍ଧରେ ଆପଣା ମୁଖ ରଖିବା; ପୁଣି, ତାହାକୁ ଓ ମୋଲକ୍-ଦେବତା ସହିତ ବ୍ୟଭିଚାର କରିବା ନିମନ୍ତେ ତାହାର ପଶ୍ଚାଦ୍ଗାମୀ ବ୍ୟଭିଚାରୀ ସମସ୍ତଙ୍କୁ ସେମାନଙ୍କ ଲୋକଗଣ ମଧ୍ୟରୁ ଉଚ୍ଛିନ୍ନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ମୁଁ ସେହି ଲୋକ ବିରୁଦ୍ଧରେ ଓ ତା’ର ବଂଶ ବିରୁଦ୍ଧରେ ଯିବି, ସେମାନଙ୍କର ମୋଲକ୍ ଦେବତା ସହିତ ଜଡ଼ିତ ହେବା କାରଣରୁ, ତା’ର ଦେଶବାସୀଠାରୁ ତାକୁ ଓ ତା’ର ଅନୁସରଣକାରୀମାନଙ୍କୁ ଦୂରେଇ ରଖିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଆମ୍ଭେ ସେହି ଲୋକ ଓ ତାହାର ପରିବାରକୁ ଦଣ୍ଡ ଦେବା; ପୁଣି, ତାହାକୁ ଓ ମୋଲକ୍‍ ଦେବତା ସହିତ ବ୍ୟଭିଚାର କରିବା ନିମନ୍ତେ ତାହାର ପଶ୍ଚାଦ୍‍ଗାମୀ ବ୍ୟଭିଚାରୀ ସମସ୍ତଙ୍କୁ ସେମାନଙ୍କ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ କରିବା।
Odia IRV 2017 (ଓଡିଆ ବାଇବେଲ)
ତେବେ ଆମ୍ଭେ ସେହି ଲୋକ ଓ ତାହାର ପରିବାରକୁ ଦଣ୍ଡ ଦେବା; ପୁଣି, ତାହାକୁ ଓ ମୋଲକ୍‍ ଦେବତା ସହିତ ବ୍ୟଭିଚାର କରିବା ନିମନ୍ତେ ତାହାର ପଶ୍ଚାଦ୍‍ଗାମୀ ବ୍ୟଭିଚାରୀ ସମସ୍ତଙ୍କୁ ସେମାନଙ୍କ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ କରିବା।