Leviticus 20:6 — Compare Translations
5 translations compared side by side
Odia - 1840
" ଯେଉଁ ଲୋକ ଭୁତୁଡିଆ ଓ ଗୁଣିଆଁମାନଙ୍କୁ ବ୍ଯଭିଚାର କରିବାକୁ ଅନୁସରଣ କରେ, ସହେି ପ୍ରଣୀ ବିରୁଦ୍ଧ ରେ ଆମ୍ଭେ ୟିବା। ଯେ ହତେୁ ସେ ଆମ୍ଭ ପ୍ରତି ଅବିଶ୍ବସ୍ତ, ଆମ୍ଭେ ତାକୁ ତାହାର ଲୋକମାନଙ୍କ ମଧ୍ଯରୁ ପୃଥକ୍ ରଖିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
“ଯେଉଁ ଲୋକ ଭୂତୁଡ଼ିଆ ଓ ଗୁଣିଆମାନଙ୍କୁ ବ୍ୟଭିଗ୍ଭର କରିବାକୁ ଅନୁସରଣ କରେ, ସେହି ପ୍ରାଣୀ ବିରୁଦ୍ଧରେ ଆମ୍ଭେ ଯିବା। ଯେହେତୁ ସେ ଆମ୍ଭ ପ୍ରତି ଅବିଶ୍ୱସ୍ତ, ଆମ୍ଭେ ତାକୁ ତାହାର ଲୋକମାନଙ୍କ ମଧ୍ୟରୁ ପୃଥକ ରଖିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା।