Leviticus 20:7 — Compare Translations
5 translations compared side by side
Odia - 1840
"ଏଣୁ ତୁମ୍ଭମାନେେ ନିଜକୁ ପବିତ୍ର କର ଓ ପବିତ୍ର ହୁଅ। କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ପବିତ୍ର ହୁଅ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
“ଏଣୁ ତୁମ୍ଭେମାନେ ନିଜକୁ ପବିତ୍ର କର ଓ ପବିତ୍ର ହୁଅ। କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ପବିତ୍ର ହୁଅ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ପବିତ୍ର ହୁଅ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।