Leviticus 20:8 — Compare Translations
5 translations compared side by side
Odia - 1840
"ମନରେଖ, ତୁମ୍ଭମାନେେ ମାରେ ବ୍ଯବସ୍ଥା ପାଳନ କରିବା ଉଚିତ୍। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କୁ ପବିତ୍ର କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ତୁମ୍ଭେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
ମନେରଖ, ତୁମ୍ଭେମାନେ ମୋର ବ୍ୟବସ୍ଥା ପାଳନ କରିବା ଉଚିତ୍। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କୁ ପବିତ୍ର କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ତୁମ୍ଭେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ତୁମ୍ଭେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ।