Leviticus 20:9 — Compare Translations

5 translations compared side by side

Odia - 1840
" ଯେ ନିଜର ପିତାମାତାଙ୍କୁ ଅଭିଶାପ ଦିଏ, ସେ ନିଶ୍ଚିତ ହତ ହବେ। ଯେ ହତେୁ ସେ ପିତାମାତାଙ୍କୁ ଅଭିଶାପ ଦଇେଥିଲା, ସେଥିପାଇଁ ମୃତ୍ଯୁଦଣ୍ଡ ରେ ଅପରାଧୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେକେହି ଆପଣା ପିତା କି ଆପଣା ମାତାକୁ ଶାପ ଦିଏ, ସେ ନିତା; ହତ ହେବ; ସେ ତାହାର ପିତାକୁ କି ତାହାର ମାତାକୁ ଶାପ ଦେଇଅଛି; ତାହା ଉପରେ ତାହାର ରକ୍ତ ବର୍ତ୍ତିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯେ ନିଜର ପିତାମାତାଙ୍କୁ ଅଭିଶାପ ଦିଏ, ସେ ନିଶ୍ଚିତ ହତ ହେବ। ଯେହେତୁ ସେ ପିତାମାତାଙ୍କୁ ଅଭିଶାପ ଦେଇଥିଲା, ସେଥିପାଇଁ ମୃତ୍ୟୁଦଣ୍ଡରେ ଅପରାଧୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେକେହି ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ସେ ନିତାନ୍ତ ହତ ହେବ; ସେ ତାହାର ପିତାକୁ କି ତାହାର ମାତାକୁ ଅଭିଶାପ ଦେଇଅଛି; ତାହା ଉପରେ ତାହାର ରକ୍ତ ବର୍ତ୍ତିବ।
Odia IRV 2017 (ଓଡିଆ ବାଇବେଲ)
ଯେକେହି ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ସେ ନିତାନ୍ତ ହତ ହେବ; ସେ ତାହାର ପିତାକୁ କି ତାହାର ମାତାକୁ ଅଭିଶାପ ଦେଇଅଛି; ତାହା ଉପରେ ତାହାର ରକ୍ତ ବର୍ତ୍ତିବ।