Leviticus 21:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ହାରୋଣଙ୍କ ପୁତ୍ର ଯାଜକଗଣଙ୍କୁ କୁହ, ଜଣେ ଯାଜକ ଏକ ମୃତ୍ଯୁବ୍ଯକ୍ତିକୁ ଛୁଇଁ ନିଜକୁ ଅଶୁଚି କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ହାରୋଣର ପୁତ୍ର ଯାଜକଗଣକୁ କୁହ, ଆପଣା ଲୋକମାନଙ୍କ ମଧ୍ୟରୁ ମୃତ କୌଣସି ଲୋକ ସକାଶୁ ସେମାନଙ୍କର କେହି ଆପଣାକୁ ଅଶୁଚି କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକମାନଙ୍କ ପାଇଁ ବିଧି ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣଙ୍କ ପୁତ୍ର ଯାଜକଗଣଙ୍କୁ କୁହ, ଜଣେ ଯାଜକ ଏକ ମୃତ୍ୟୁବ୍ୟକ୍ତିକୁ ଛୁଇଁ ନିଜକୁ ଅଶୁଚି କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣର ପୁତ୍ର ଯାଜକଗଣଙ୍କୁ କୁହ, ଆପଣା ଲୋକମାନଙ୍କ ମଧ୍ୟରୁ ମୃତ କୌଣସି ଲୋକ ସକାଶୁ ସେମାନଙ୍କର କେହି ଆପଣାକୁ ଅଶୁଚି କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣର ପୁତ୍ର ଯାଜକଗଣଙ୍କୁ କୁହ, ଆପଣା ଲୋକମାନଙ୍କ ମଧ୍ୟରୁ ମୃତ କୌଣସି ଲୋକ ସକାଶୁ ସେମାନଙ୍କର କେହି ଆପଣାକୁ ଅଶୁଚି କରିବ ନାହିଁ।