Leviticus 21:10 — Compare Translations
5 translations compared side by side
Odia - 1840
"ଆଉ ନିଜ ଭ୍ରାତାମାନଙ୍କ ଉପରେ ଯେଉଁ ଲୋକ ମହାୟାଜକ ହାଇେଅଛି, ଯାହାର ମସ୍ତକରେ ଅଭିଷକୋର୍ଥକ ତୈଳ ଢଳା ୟାଇଅଛି, ଆଉ ୟିଏ ପବିତ୍ର ବସ୍ତ୍ର ପରିଧାନ କରିବାକୁ ପଦବୀ ରେ ନିୟୁକ୍ତ ହାଇେଅଛି, ସେ ନିଜ ମସ୍ତକର କେଶ ମୁକୁଳା କରିବା ଉଚିତ୍ ନୁହେଁ ଓ ନିଜ ବସ୍ତ୍ର ଚିରିବା ଉଚିତ୍ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆପଣା ଭ୍ରାତାମାନଙ୍କ ମଧ୍ୟରୁ ଯେଉଁ ଜନ ପ୍ରଧାନ ଯାଜକ ହୋଇଅଛି, ଯାହାର ମସ୍ତକରେ ଅଭିଷେକାର୍ଥକ ତୈଳ ଢଳା ଯାଇଅଛି ଓ ଯେ ପବିତ୍ର ବସ୍ତ୍ର ପରିଧାନ କରିବା ପାଇଁ ପଦରେ ନିଯୁକ୍ତ ହୋଇଅଛି, ସେ ଆପଣା ମସ୍ତକର କେଶ ମୁକୁଳା କରିବ ନାହିଁ ଓ ଆପଣା ବସ୍ତ୍ର ଚିରିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ନିଜ ଭ୍ରାତାମାନଙ୍କ ଉପରେ ଯେଉଁ ଲୋକ ମହାଯାଜକ ହୋଇଅଛି, ଯାହାର ମସ୍ତକରେ ଅଭିଷେକାର୍ଥକ ତୈଳ ଢଳା ଯାଇଅଛି, ଆଉ ଯିଏ ପବିତ୍ର ବସ୍ତ୍ର ପରିଧାନ କରିବାକୁ ପଦବୀରେ ନିଯୁକ୍ତ ହୋଇଅଛି, ସେ ନିଜ ମସ୍ତକର କେଶ ମୁକୁଳା କରିବା ଉଚିତ୍ ନୁହେଁ ଓ ନିଜ ବସ୍ତ୍ର ଚିରିବା ଉଚିତ୍ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆପଣା ଭ୍ରାତାମାନଙ୍କ ମଧ୍ୟରୁ ଯେଉଁ ଜନ ପ୍ରଧାନ ଯାଜକ ହୋଇଅଛି, ଯାହାର ମସ୍ତକରେ ଅଭିଷେକାର୍ଥକ ତୈଳ ଢଳା ଯାଇଅଛି ଓ ଯେ ପବିତ୍ର ବସ୍ତ୍ର ପରିଧାନ କରିବା ପାଇଁ ପଦରେ ନିଯୁକ୍ତ ହୋଇଅଛି, ସେ ଆପଣା ମସ୍ତକର କେଶ ମୁକୁଳା କରିବ ନାହିଁ ଓ ଆପଣା ବସ୍ତ୍ର ଚିରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)