Leviticus 21:11 — Compare Translations

5 translations compared side by side

Odia - 1840
"ସେ ଗୃହ ଭିତ ରେ ଶବକୁ ଛୁଇଁ ନିଜକୁ ଅଶୁଚି କରିବ ନାହିଁ। ସେ ନିଜର ପିତାମାତାଙ୍କ ଶବ ନିକଟକୁ ମଧ୍ଯ ୟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଅବା ସେ ଗୃହ ଭିତରେ ଶବ ନିକଟକୁ ଯିବ ନାହିଁ, ଅବା ଆପଣା ପିତା ବା ଆପଣା ମାତା ସକାଶୁ ଆପଣାକୁ ଅଶୁଚି କରିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ସେ ଗୃହ ଭିତରେ ଶବକୁ ଛୁଇଁ ନିଜକୁ ଅଶୁଚି କରିବ ନାହିଁ। ସେ ନିଜର ପିତାମାତାଙ୍କ ଶବ ନିକଟକୁ ମଧ୍ୟ ଯିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଅବା ସେ ଗୃହ ଭିତରେ ଶବ ନିକଟକୁ ଯିବ ନାହିଁ, ଅବା ଆପଣା ପିତା ବା ଆପଣା ମାତା ସକାଶୁ ଆପଣାକୁ ଅଶୁଚି କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିଅବା ସେ ଗୃହ ଭିତରେ ଶବ ନିକଟକୁ ଯିବ ନାହିଁ, ଅବା ଆପଣା ପିତା ବା ଆପଣା ମାତା ସକାଶୁ ଆପଣାକୁ ଅଶୁଚି କରିବ ନାହିଁ।