Leviticus 21:12 — Compare Translations
5 translations compared side by side
Odia - 1840
"ଆଉ ଜଣେ ମହାୟାଜକ ପରମେଶ୍ବରଙ୍କ ପବିତ୍ରସ୍ଥାନରୁ ବାହାରିବ ନାହିଁ। କିମ୍ବା ଆପଣା ପରମେଶ୍ବରଙ୍କ ପବିତ୍ରସ୍ଥାନକୁ ଅପବିତ୍ର କରିବ ନାହିଁ। କାରଣ ପରମେଶ୍ବରଙ୍କ ଅଭିଷକୋର୍ଥକ ତୈଳ ତାହା ମସ୍ତକରେ ଢଳାୟାଇ ତାଙ୍କୁ ମହାୟାଜକ ପଦ ରେ ଅଭିଷିକ୍ତ କରାୟାଇଛି। ଆମ୍ଭେ ସଦାପ୍ରଭୁ ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଥବା ପବିତ୍ର ସ୍ଥାନରୁ ବାହାରିବ ନାହିଁ, ଅବା ଆପଣା ପରମେଶ୍ଵରଙ୍କ ପବିତ୍ର ସ୍ଥାନକୁ ଅପବିତ୍ର କରିବ ନାହିଁ; କାରଣ ତାହାର ପରମେଶ୍ଵରଙ୍କ ଅଭିଷେକାର୍ଥକ ତୈଳରୂପ ମୁକୁଟ ତାହା ଉପରେ ଅଛି; ଆମ୍ଭେ ସଦାପ୍ରଭୁ ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଜଣେ ମହାଯାଜକ ପରମେଶ୍ୱରଙ୍କ ପବିତ୍ର ସ୍ଥାନରୁ ବାହାରିବ ନାହିଁ। କିମ୍ବା ଆପଣା ପରମେଶ୍ୱରଙ୍କ ପବିତ୍ର ସ୍ଥାନକୁ ଅପବିତ୍ର କରିବ ନାହିଁ। କାରଣ ପରମେଶ୍ୱରଙ୍କ ଅଭିଷେକାର୍ଥକ ତୈଳ ତାହା ମସ୍ତକରେ ଢଳାଯାଇ ତାଙ୍କୁ ମହାଯାଜକ ପଦରେ ଅଭିଷିକ୍ତ କରାଯାଇଛି। ଆମ୍ଭେ ସଦାପ୍ରଭୁ ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଥବା ପବିତ୍ର ସ୍ଥାନରୁ ବାହାରିବ ନାହିଁ, ଅବା ଆପଣା ପରମେଶ୍ୱରଙ୍କ ପବିତ୍ର ସ୍ଥାନକୁ ଅପବିତ୍ର କରିବ ନାହିଁ; କାରଣ ତାହାର ପରମେଶ୍ୱରଙ୍କ ଅଭିଷେକାର୍ଥକ ତୈଳରୂପ ମୁକୁଟ ତାହା ଉପରେ ଅଛି; ଆମ୍ଭେ ସଦାପ୍ରଭୁ ଅଟୁ।
Odia IRV 2017 (ଓଡିଆ ବାଇବେଲ)
ଅଥବା ପବିତ୍ର ସ୍ଥାନରୁ ବାହାରିବ ନାହିଁ, ଅବା ଆପଣା ପରମେଶ୍ୱରଙ୍କ ପବିତ୍ର ସ୍ଥାନକୁ ଅପବିତ୍ର କରିବ ନାହିଁ; କାରଣ ତାହାର ପରମେଶ୍ୱରଙ୍କ ଅଭିଷେକାର୍ଥକ ତୈଳରୂପ ମୁକୁଟ ତାହା ଉପରେ ଅଛି; ଆମ୍ଭେ ସଦାପ୍ରଭୁ ଅଟୁ।