Leviticus 21:14 — Compare Translations

5 translations compared side by side

Odia - 1840
"ସେ ବିଧବା, ପରିତ୍ଯକ୍ତା, କଳଙ୍କିନୀ କିମ୍ବା ବେଶ୍ଯାକୁ ବିବାହ କରିବା ଉଚିତ୍ ନୁହେଁ। ସେ ଆପଣା ଲୋକମାନଙ୍କ ମଧ୍ଯରୁ କବଳେ ଏକ କୁଆଁରୀ କନ୍ଯାକୁ ବିବାହ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଧବା କି ତ୍ୟକ୍ତା କି କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ବିଧବା, ପରିତ୍ୟକ୍ତା, କଳଙ୍କିନୀ କିମ୍ବା ବେଶ୍ୟାକୁ ବିବାହ କରିବା ଉଚିତ୍ ନୁହେଁ। ସେ ଆପଣା ଲୋକମାନଙ୍କ ମଧ୍ୟରୁ କେବଳ ଏକ କୁଆଁରୀ କନ୍ୟାକୁ ବିବାହ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଧବା, ତ୍ୟକ୍ତା, କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ।
Odia IRV 2017 (ଓଡିଆ ବାଇବେଲ)
ବିଧବା, ତ୍ୟକ୍ତା, କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ।