Leviticus 21:15 — Compare Translations

5 translations compared side by side

Odia - 1840
"ଆଉ ସେ ନିଜ ଲୋକମାନଙ୍କ ମଧିଅରେ ନିଜ ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଆପଣା ଲୋକମାନଙ୍କ ମଧ୍ୟରେ ଆପଣା ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେ ନିଜ ଲୋକମାନଙ୍କ ମଧ୍ୟରେ ନିଜ ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଆପଣା ଲୋକମାନଙ୍କ ମଧ୍ୟରେ ଆପଣା ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।”
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଆପଣା ଲୋକମାନଙ୍କ ମଧ୍ୟରେ ଆପଣା ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।”