Leviticus 21:17 — Compare Translations

5 translations compared side by side

Odia - 1840
"ତୁମ୍ଭେ ହାରୋଣଙ୍କୁ କୁହ, ତୁମ୍ଭର ବଂଶଧରମାନଙ୍କ ମଧିଅରେ ଯାହାର ଶରୀର ରେ ଖୁଣ ଥାଏ, ସେ ପରମେଶ୍ବରଙ୍କର ବିଶିଷ୍ଟ ରୋଟୀ ଉତ୍ସର୍ଗ କରିବା ପାଇଁ ନିକଟକୁ ୟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ହାରୋଣକୁ କୁହ, ପୁରୁଷାନୁକ୍ରମେ ତୁମ୍ଭ ବଂଶ ମଧ୍ୟରେ ଯାହାର ଶରୀରରେ ଖୁଣ ଥାଏ, ସେ ଆପଣା ପରମେଶ୍ଵରଙ୍କ ଭକ୍ଷ୍ୟଦ୍ରବ୍ୟ ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ହାରୋଣଙ୍କୁ କୁହ, ତୁମ୍ଭର ବଂଶଧରମାନଙ୍କ ମଧ୍ୟରେ ଯାହାର ଶରୀରରେ ଖୁଣ ଥାଏ, ସେ ପରମେଶ୍ୱରଙ୍କର ବିଶିଷ୍ଟ ରୋଟୀ ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ହାରୋଣକୁ କୁହ, ପୁରୁଷାନୁକ୍ରମେ ତୁମ୍ଭ ବଂଶ ମଧ୍ୟରେ ଯାହାର ଶରୀରରେ ଖୁଣ ଥାଏ, ସେ ଆପଣା ପରମେଶ୍ୱରଙ୍କ ‘ଭକ୍ଷ୍ୟଦ୍ରବ୍ୟ’ ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ହାରୋଣକୁ କୁହ, ପୁରୁଷାନୁକ୍ରମେ ତୁମ୍ଭ ବଂଶ ମଧ୍ୟରେ ଯାହାର ଶରୀରରେ ଖୁଣ ଥାଏ, ସେ ଆପଣା ପରମେଶ୍ୱରଙ୍କ ଭକ୍ଷ୍ୟଦ୍ରବ୍ୟ ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ।