Leviticus 21:18 — Compare Translations
5 translations compared side by side
Odia - 1840
"ଯେକୌଣସି ଲୋକର ଖୁଣ ଅଛି, ସେ ନିକଟବର୍ତ୍ତୀ ହବେନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେକୌଣସି ଲୋକର ଖୁଣ ଅଛି, ସେ ନିକଟବର୍ତ୍ତୀ ହେବ ନାହିଁ; ବିଶେଷରେ ଅନ୍ଧ ଲୋକ, କି ଛୋଟା, କି ଯାହାର ନାକ ବିକୃତ, କି ଅଧିକାଙ୍ଗ,
Odia Bible ERV 2004 (ପବିତ୍ର ବାଇବଲ)
ଯେକୌଣସି ଲୋକର ଖୁଣ ଅଛି, ସେ ନିକଟବର୍ତ୍ତୀ ହେବ ନାହିଁ। ବିଶେଷ କରି ଅନ୍ଧଲୋକ, କି ଛୋଟା, କି ବିକୃତ ନାସିକା, କି ଅଧିକାଙ୍ଗ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେକୌଣସି ଲୋକର ଖୁଣ ଅଛି, ସେ ନିକଟବର୍ତ୍ତୀ ହେବ ନାହିଁ; ବିଶେଷରେ ଅନ୍ଧ ଲୋକ, ଛୋଟା, ଯାହାର ନାକ ବିକୃତ, ଅଧିକ ଅଙ୍ଗ,
Odia IRV 2017 (ଓଡିଆ ବାଇବେଲ)
ଯେକୌଣସି ଲୋକର ଖୁଣ ଅଛି, ସେ ନିକଟବର୍ତ୍ତୀ ହେବ ନାହିଁ; ବିଶେଷରେ ଅନ୍ଧ ଲୋକ, ଛୋଟା, ଯାହାର ନାକ ବିକୃତ, ଅଧିକ ଅଙ୍ଗ,