Leviticus 21:2 — Compare Translations
5 translations compared side by side
Odia - 1840
"କବଳେ ନିଜର ନିକଟ ଜ୍ଞାତି ଅର୍ଥାତ୍ ନିଜର ପିତା, ମାତା, ପୁତ୍ର, କନ୍ଯା ଓ ଭ୍ରାତା ନିମନ୍ତେ ସେ ଅଶୁଚି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ଆପଣାର ନିକଟଜ୍ଞାତି, ଅର୍ଥାତ୍, ଆପଣା ମାତା, ଆପଣା ପିତା ଓ ଆପଣା ପୁତ୍ର ଓ ଆପଣା କନ୍ୟା ଓ ଆପଣା ଭ୍ରାତା ନିମନ୍ତେ ଅଶୁଚି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କେବଳ ନିଜର ନିକଟ ଜ୍ଞାତି ଅର୍ଥାତ୍ ନିଜର ପିତା, ମାତା, ପୁତ୍ର, କନ୍ୟା ଓ ଭ୍ରାତା ନିମନ୍ତେ ସେ ଅଶୁଚି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ଆପଣାର ନିକଟ ଜ୍ଞାତି, ଅର୍ଥାତ୍, ଆପଣା ମାତା, ଆପଣା ପିତା, ଆପଣା ପୁତ୍ର, ଆପଣା କନ୍ୟା ଓ ଆପଣା ଭ୍ରାତା ନିମନ୍ତେ ଅଶୁଚି ହେବ।
Odia IRV 2017 (ଓଡିଆ ବାଇବେଲ)
କେବଳ ଆପଣାର ନିକଟ ଜ୍ଞାତି, ଅର୍ଥାତ୍, ଆପଣା ମାତା, ଆପଣା ପିତା, ଆପଣା ପୁତ୍ର, ଆପଣା କନ୍ୟା ଓ ଆପଣା ଭ୍ରାତା ନିମନ୍ତେ ଅଶୁଚି ହେବ।