Leviticus 21:23 — Compare Translations
5 translations compared side by side
Odia - 1840
"ମାତ୍ର ବିଚ୍ଛଦବେସ୍ତ୍ରର ଭିତରକୁ ୟିବ ନାହିଁ କିମ୍ବା ୟଜ୍ଞବଦେୀ ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି, ସେ ଆମ୍ଭର ପବିତ୍ରସ୍ଥାନ ସକଳ ଅପବିତ୍ର କରିବ ନାହିଁ। କାରଣ ଆମ୍ଭେ ସଦାପ୍ରଭୁ ସହେି ସମସ୍ତ ପବିତ୍ର କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ବିଚ୍ଛେଦ-ବସ୍ତ୍ରର ଭିତରକୁ ଯିବ ନାହିଁ, କିଅବା ବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି; ସେ ଆମ୍ଭର ପବିତ୍ର ସ୍ଥାନସକଳ ଅପବିତ୍ର କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ । ଣ
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ବିଚ୍ଛେଦବସ୍ତ୍ରର ଭିତରକୁ ଯିବ ନାହିଁ କିମ୍ବା ଯଜ୍ଞବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି, ସେ ଆମ୍ଭର ପବିତ୍ର ସ୍ଥାନ ସକଳ ଅପବିତ୍ର କରିବ ନାହିଁ। କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ ନାହିଁ, କିଅବା ବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି; ସେ ଆମ୍ଭର ପବିତ୍ର ସ୍ଥାନସକଳ ଅପବିତ୍ର କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ ନାହିଁ, କିଅବା ବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି; ସେ ଆମ୍ଭର ପବିତ୍ର ସ୍ଥାନସକଳ ଅପବିତ୍ର କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ।