Leviticus 21:24 — Compare Translations

5 translations compared side by side

Odia - 1840
"ଏହିପରି ମାଶାେ ହାରୋଣଙ୍କୁ, ତାଙ୍କର ପୁତ୍ରଗଣଙ୍କୁ ଓ ଇଶ୍ରାୟେଲର ସମସ୍ତ ସନ୍ତାନଗଣଙ୍କୁ ଏହିସବୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣକୁ ଓ ସମସ୍ତ ଇସ୍ରାଏଲ-ସନ୍ତାନମାନଙ୍କୁ ଏହି କଥା କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣଙ୍କୁ ଏହିସବୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କହିଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସମସ୍ତ ଇସ୍ରାଏଲ ସନ୍ତାନଗଣଙ୍କୁ ଏହି କଥା କହିଲେ।”