Leviticus 21:3 — Compare Translations
5 translations compared side by side
Odia - 1840
"ପୁଣି ନିଜର ଅବିବାହିତା ଭଗିନୀର ମୃତ୍ଯୁ ହେଲେ ସେ ତା' ପାଇଁ ଅଶୁଚି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେଉଁ ନିକଟସ୍ଥ ଭଗିନୀର ସ୍ଵାମୀ ହୋଇ ନାହିଁ, ଏପରି ଅବିବାହିତା ଭଗିନୀ ସକାଶୁ ସେ ଆପଣାକୁ ଅଶୁଚି କରିପାରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ନିଜର ଅବିବାହିତା ଭଗିନୀର ମୃତ୍ୟୁ ହେଲେ ସେ ତା’ ପାଇଁ ଅଶୁଚି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁ ନିକଟସ୍ଥ ଭଗିନୀର ସ୍ୱାମୀ ହୋଇ ନାହିଁ, ଏପରି ଅବିବାହିତା ଭଗିନୀ ସକାଶୁ ସେ ଆପଣାକୁ ଅଶୁଚି କରି ପାରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁ ନିକଟସ୍ଥ ଭଗିନୀର ସ୍ୱାମୀ ହୋଇ ନାହିଁ, ଏପରି ଅବିବାହିତା ଭଗିନୀ ସକାଶୁ ସେ ଆପଣାକୁ ଅଶୁଚି କରି ପାରିବ।