Leviticus 21:5 — Compare Translations
5 translations compared side by side
Odia - 1840
"ଆଉ ଯାଜକଗଣ ସମାନଙ୍କେର ମସ୍ତକ ମୁଣ୍ଡନ କରିବେ ନାହିଁ। ଆପଣା ଦାଢିର କୋଣ କ୍ଷୌର କରିବେ ନାହିଁ, କିମ୍ବା ନିଜ ନିଜ ଶରୀର ରେ ଅସ୍ତ୍ରାଘାତ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆପଣା ଆପଣା ମସ୍ତକ ମୁଣ୍ତନ କରିବେ ନାହିଁ ଓ ଆପଣା ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିଅବା ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଯାଜକଗଣ ସେମାନଙ୍କର ମସ୍ତକ ମୁଣ୍ଡନ କରିବେ ନାହିଁ। ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିମ୍ବା ନିଜ ନିଜ ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆପଣା ଆପଣା ମସ୍ତକ ମୁଣ୍ଡନ କରିବେ ନାହିଁ ଓ ଆପଣା ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିଅବା ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆପଣା ଆପଣା ମସ୍ତକ ମୁଣ୍ଡନ କରିବେ ନାହିଁ ଓ ଆପଣା ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିଅବା ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ।