Leviticus 21:6 — Compare Translations

5 translations compared side by side

Odia - 1840
"ସମାନେେ ନିଶ୍ଚଯ ସମାନଙ୍କେର ପରମେଶ୍ବରଙ୍କ ପାଇଁ ପବିତ୍ର ହବେେ। ସମାନେେ ସମାନଙ୍କେର ପରମେଶ୍ବରଙ୍କ ନାମକୁ ଅପବିତ୍ର କରିବା ଉଚିତ୍ ନୁହେଁ। କାରଣ ସମାନେେ ସଦାପ୍ରଭୁଙ୍କୁ ଉପହାର ଦିଅନ୍ତି। ଅର୍ଥାତ୍ ପରମେଶ୍ବରଙ୍କ ଖାଦ୍ୟ ସମାନେେ ଦିଅନ୍ତି। ତେଣୁ ସମାନେେ ନିଶ୍ଚଯ ପବିତ୍ର ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆପଣାମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବେ ଓ ଆପଣାମାନଙ୍କ ପରମେଶ୍ଵରଙ୍କ ନାମ ଅପବିତ୍ର କରିବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର, ଅର୍ଥାତ୍, ଆପଣାମାନଙ୍କ ପରମେଶ୍ଵରଙ୍କ ଭକ୍ଷ୍ୟ ଉତ୍ସର୍ଗ କରନ୍ତି; ଏହେତୁ ସେମାନେ ପବିତ୍ର ହେବେଣେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ନିଶ୍ଚୟ ସେମାନଙ୍କର ପରମେଶ୍ୱରଙ୍କ ପାଇଁ ପବିତ୍ର ହେବେ। ସେମାନେ ସେମାନଙ୍କର ପରମେଶ୍ୱରଙ୍କ ନାମକୁ ଅପବିତ୍ର କରିବା ଉଚିତ୍ ନୁହେଁ। କାରଣ ସେମାନେ ସଦାପ୍ରଭୁଙ୍କୁ ଉପହାର ଦିଅନ୍ତି। ଅର୍ଥାତ୍ ପରମେଶ୍ୱରଙ୍କ ଖାଦ୍ୟ ସେମାନେ ଦିଅନ୍ତି। ତେଣୁ ସେମାନେ ନିଶ୍ଚୟ ପବିତ୍ର ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବେ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ନାମ ଅପବିତ୍ର କରିବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର, ଅର୍ଥାତ୍‍, ଆପଣାମାନଙ୍କ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରନ୍ତି; ଏହେତୁ ସେମାନେ ପବିତ୍ର ହେବେ।
Odia IRV 2017 (ଓଡିଆ ବାଇବେଲ)