Leviticus 21:7 — Compare Translations

5 translations compared side by side

Odia - 1840
"ଜଣେ ଯାଜକ ତା'ର ପରମେଶ୍ବରଙ୍କର ପବିତ୍ର ସବେକ। ତେଣୁ ସେ କୌଣସି ବେଶ୍ଯାକୁ, କଳିଙ୍କିନୀକୁ କିମ୍ବା ସ୍ବାମୀ ପରିତ୍ଯକ୍ତା ନାରୀକୁ ବିବାହ କରିବା ଉଚିତ୍ ନୁହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ବେଶ୍ୟାକୁ ଅବା କଳଙ୍କିନୀକି ବିବାହ କରିବେ ନାହିଁ ଓ ସ୍ଵାମୀତ୍ୟକ୍ତା ସ୍ତ୍ରୀକି ବିବାହ କରିବେ ନାହିଁ, କାରଣ ସେ ଆପଣା ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
“ଜଣେ ଯାଜକ ତା’ର ପରମେଶ୍ୱରଙ୍କର ପବିତ୍ର ସେବକ। ତେଣୁ ସେ କୌଣସି ବେଶ୍ୟାକୁ, କଳିଙ୍କିନୀକୁ କିମ୍ବା ସ୍ୱାମୀ ପରିତ୍ୟକ୍ତା ନାରୀକୁ ବିବାହ କରିବା ଉଚିତ୍ ନୁହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ବେଶ୍ୟାକୁ ଅବା କଳଙ୍କିନୀକୁ ବିବାହ କରିବେ ନାହିଁ ଓ ସ୍ୱାମୀତ୍ୟକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ, କାରଣ ସେ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର।
Odia IRV 2017 (ଓଡିଆ ବାଇବେଲ)
ସେମାନେ ବେଶ୍ୟାକୁ ଅବା କଳଙ୍କିନୀକୁ ବିବାହ କରିବେ ନାହିଁ ଓ ସ୍ୱାମୀତ୍ୟକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ, କାରଣ ସେ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର।