Leviticus 21:9 — Compare Translations
5 translations compared side by side
Odia - 1840
"ଆଉ କୌଣସି ଯାଜକର କନ୍ଯା ବ୍ଯଭିଚାରିଣୀ ହେଲେ ସେ ନିଜକୁ ଅପବିତ୍ର କରେ ଓ ନିଜ ପିତାକୁ ମଧ୍ଯ ଅପବିତ୍ର କରେ। ତେଣୁ ସେ ଅଗ୍ନି ରେ ଦଗ୍ଧ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କୌଣସି ଯାଜକର କନ୍ୟା ଯେବେ ବ୍ୟଭିଚାରକ୍ରିୟା ଦ୍ଵାରା ଆପଣାକୁ ଅପବିତ୍ର କରେ, ତେବେ ସେ ଆପଣା ପିତାକୁ ଅପବିତ୍ର କରେ; ସେ ଅଗ୍ନିରେ ପୋଡ଼ାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ କୌଣସି ଯାଜକର କନ୍ୟା ବ୍ୟଭିଗ୍ଭରିଣୀ ହେଲେ ସେ ନିଜକୁ ଅପବିତ୍ର କରେ ଓ ନିଜ ପିତାକୁ ମଧ୍ୟ ଅପବିତ୍ର କରେ। ତେଣୁ ସେ ଅଗ୍ନିରେ ଦଗ୍ଧ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, କୌଣସି ଯାଜକର କନ୍ୟା ଯଦି ବ୍ୟଭିଚାର କ୍ରିୟା ଦ୍ୱାରା ଆପଣାକୁ ଅପବିତ୍ର କରେ, ତେବେ ସେ ଆପଣା ପିତାକୁ ଅପବିତ୍ର କରେ; ସେ ଅଗ୍ନିରେ ପୋଡ଼ାଯିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, କୌଣସି ଯାଜକର କନ୍ୟା ଯଦି ବ୍ୟଭିଚାର କ୍ରିୟା ଦ୍ୱାରା ଆପଣାକୁ ଅପବିତ୍ର କରେ, ତେବେ ସେ ଆପଣା ପିତାକୁ ଅପବିତ୍ର କରେ; ସେ ଅଗ୍ନିରେ ପୋଡ଼ାଯିବ।