Leviticus 22:10 — Compare Translations

5 translations compared side by side

Odia - 1840
"କବଳେ ଯାଜକ ପରିବାରର ଲୋକ ପବିତ୍ର ଖାଦ୍ୟ ଭୋଜନ କରିବେ। ଅନ୍ୟବଂଶୀଯ କୌଣସି ଲୋକ ଅବା ଯାଜକ ଗୃହ ରେ ପ୍ରବାସକାରୀ ଅବା ବର୍ତ୍ତନକାରୀ ଦାସ ପବିତ୍ର ଖାଦ୍ୟ ଭୋଜନ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଅନ୍ୟ ବଂଶୀୟ କୌଣସି ଲୋକ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ; ଯାଜକର ଗୃହରେ ପ୍ରବାସକାରୀ ଅବା ବର୍ତ୍ତନଜୀବୀ ଦାସ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କେବଳ ଯାଜକ ପରିବାରର ଲୋକ ପବିତ୍ର ଖାଦ୍ୟ ଭୋଜନ କରିବେ। ଅନ୍ୟବଂଶୀୟ କୌଣସି ଲୋକ ଅବା ଯାଜକ ଗୃହରେ ପ୍ରବାସକାରୀ ଅବା ବର୍ତ୍ତନକାରୀ ଦାସ ପବିତ୍ର ଖାଦ୍ୟ ଭୋଜନ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଭିନ୍ନ ବଂଶୀୟ କୌଣସି ଲୋକ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ; ଯାଜକର ଗୃହରେ ପ୍ରବାସୀ ଅବା ବେତନଜୀବୀ ଦାସ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଭିନ୍ନ ବଂଶୀୟ କୌଣସି ଲୋକ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ; ଯାଜକର ଗୃହରେ ପ୍ରବାସୀ ଅବା ବେତନଜୀବୀ ଦାସ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ।