Leviticus 22:11 — Compare Translations

5 translations compared side by side

Odia - 1840
"ମାତ୍ର ଯାଜକର ରୂପା ରେ କିଣା ୟାଇଥିବା କ୍ରୀତଦାସ ସହେି ପବିତ୍ର ଖାଦ୍ୟ ଭୋଜନ କରିପାରିବ। ଆଉ ତା'ର ଗୃହଜାତ କ୍ରୀତଦାସମାନେ ତାହାର ଅନ୍ନ ଭୋଜନ କରିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯାଜକ ଯେବେ କୌଣସି ପ୍ରାଣୀକି କିଣେ, ତେବେ ତାହାର ରୂପାରେ କିଣା ସେହି ଲୋକ ତାହା ଭୋଜନ କରିବ; ପୁଣି, ତାହାର ଗୃହଜାତ ଲୋକମାନେ ତାହାର ଅନ୍ନ ଭୋଜନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯାଜକର ରୂପାରେ କିଣା ଯାଇଥିବା କ୍ରୀତଦାସ ସେହି ପବିତ୍ର ଖାଦ୍ୟ ଭୋଜନ କରି ପାରିବ। ଆଉ ତା’ର ଗୃହଜାତ କ୍ରୀତଦାସମାନେ ତାହାର ଅନ୍ନ ଭୋଜନ କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯାଜକ ଯଦି କୌଣସି ପ୍ରାଣୀକୁ କ୍ରୟ କରେ, ତେବେ ତାହାର ରୂପାରେ କ୍ରୟ କରାଯାଇଥିବା ସେହି ଲୋକ ତାହା ଭୋଜନ କରିବ; ପୁଣି, ତାହାର ଗୃହରେ ଜନ୍ମ ହୋଇଥିବା ଲୋକମାନେ ତାହାର ଅନ୍ନ ଭୋଜନ କରିବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯାଜକ ଯଦି କୌଣସି ପ୍ରାଣୀକୁ କ୍ରୟ କରେ, ତେବେ ତାହାର ରୂପାରେ କ୍ରୟ କରାଯାଇଥିବା ସେହି ଲୋକ ତାହା ଭୋଜନ କରିବ; ପୁଣି, ତାହାର ଗୃହରେ ଜନ୍ମ ହୋଇଥିବା ଲୋକମାନେ ତାହାର ଅନ୍ନ ଭୋଜନ କରିବେ।