Leviticus 22:12 — Compare Translations

5 translations compared side by side

Odia - 1840
"ଯାଜକର କନ୍ଯା ଯଦି ଯାଜକ ଭିନ୍ନ ଅନ୍ୟ ଲୋକକୁ ବିବାହ କରେ ତବେେ ସେ ପବିତ୍ର ନବୈେଦ୍ଯ ମଧ୍ଯରୁ ଭୋଜନ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯାଜକର କନ୍ୟା ଯେବେ କୌଣସି ଭିନ୍ନ ବଂଶୀୟ ଲୋକ ସହିତ ବିବାହିତା ହୁଏ, ତେବେ ସେ ପବିତ୍ର ଦ୍ରବ୍ୟାଦି ମଧ୍ୟରୁ ଉତ୍ତୋଳନୀୟ ନୈବେଦ୍ୟ ଭୋଜନ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକର କନ୍ୟା ଯଦି ଯାଜକ ଭିନ୍ନ ଅନ୍ୟ ଲୋକକୁ ବିବାହ କରେ ତେବେ ସେ ପବିତ୍ର ନୈବେଦ୍ୟ ମଧ୍ୟରୁ ଭୋଜନ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯାଜକର କନ୍ୟା ଯଦି କୌଣସି ଭିନ୍ନ ବଂଶୀୟ ଲୋକ ସହିତ ବିବାହିତା ହୁଏ, ତେବେ ସେ ପବିତ୍ର ଦ୍ରବ୍ୟାଦି ମଧ୍ୟରୁ ଉତ୍ତୋଳନୀୟ ନୈବେଦ୍ୟ ଭୋଜନ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯାଜକର କନ୍ୟା ଯଦି କୌଣସି ଭିନ୍ନ ବଂଶୀୟ ଲୋକ ସହିତ ବିବାହିତା ହୁଏ, ତେବେ ସେ ପବିତ୍ର ଦ୍ରବ୍ୟାଦି ମଧ୍ୟରୁ ଉତ୍ତୋଳନୀୟ ନୈବେଦ୍ୟ ଭୋଜନ କରିବ ନାହିଁ।