Leviticus 22:13 — Compare Translations
5 translations compared side by side
Odia - 1840
"ମାତ୍ର ଯାଜକର କନ୍ଯା ଯଦି ବିଧବା ବା ପରିତ୍ଯକ୍ତା ହାଇେ ନିଃସନ୍ତାନ ହାଇେଥାଏ ଓ ପୁନର୍ବାର ଆସି ପିତୃଗୃହ ରେ ବାଲ୍ଯାବସ୍ଥାପରି ବାସ କରେ, ତବେେ, ସେ ଆପଣା ପିତାର ଅନ୍ନ ଭୋଜନ କରିବ, ମାତ୍ର ଭିନ୍ନ ବଂଶୀଯ ଲୋକେ ତାହା ଭୋଜନ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯାଜକର କନ୍ୟା ଯେବେ ବିଧବା କି ତ୍ୟକ୍ତା ହୋଇ ନିଃସନ୍ତାନା ହୋଇଥାଏ ଓ ପୁନର୍ବାର ଆସି ବାଲ୍ୟାବସ୍ଥାର ତୁଲ୍ୟ ପିତୃଗୃହରେ ବାସ କରେ, ତେବେ ସେ ଆପଣା ପିତାର ଅନ୍ନ ଭୋଜନ କରିବ; ମାତ୍ର ଭିନ୍ନ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯାଜକର କନ୍ୟା ଯଦି ବିଧବା ବା ପରିତ୍ୟକ୍ତା ହୋଇ ନିଃସନ୍ତାନ ହୋଇଥାଏ ଓ ପୁନର୍ବାର ଆସି ପିତୃଗୃହରେ ବାଲ୍ୟାବସ୍ଥାପରି ବାସ କରେ, ତେବେ, ସେ ଆପଣା ପିତାର ଅନ୍ନ ଭୋଜନ କରିବ, ମାତ୍ର ଭିନ୍ନ ବଂଶୀୟ ଲୋକେ ତାହା ଭୋଜନ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯାଜକର କନ୍ୟା ଯଦି ବିଧବା କି ତ୍ୟକ୍ତା ହୋଇ ନିଃସନ୍ତାନ ହୋଇଥାଏ ଓ ପୁନର୍ବାର ଆସି ବାଲ୍ୟାବସ୍ଥା ତୁଲ୍ୟ ପିତୃଗୃହରେ ବାସ କରେ, ତେବେ ସେ ଆପଣା ପିତାର ଅନ୍ନ ଭୋଜନ କରିବ; ମାତ୍ର ଭିନ୍ନ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯାଜକର କନ୍ୟା ଯଦି ବିଧବା କି ତ୍ୟକ୍ତା ହୋଇ ନିଃସନ୍ତାନ ହୋଇଥାଏ ଓ ପୁନର୍ବାର ଆସି ବାଲ୍ୟାବସ୍ଥା ତୁଲ୍ୟ ପିତୃଗୃହରେ ବାସ କରେ, ତେବେ ସେ ଆପଣା ପିତାର ଅନ୍ନ ଭୋଜନ କରିବ; ମାତ୍ର ଭିନ୍ନ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ।