Leviticus 22:14 — Compare Translations

5 translations compared side by side

Odia - 1840
"ଯଦି କହେି ଅଜ୍ଞାତସାର ରେ ପବିତ୍ର ଖାଦ୍ୟ ଭୋଜନ କରିଥାଏ, ତବେେ ସେ ଦ୍ରବ୍ଯର ମୂଲ୍ଯର ଏକ ପଞ୍ଚମାଂଶ ଅଧିକ ମୂଲ୍ଯ ଯାଜକକୁ ପବତ୍ର ନବୈେଦ୍ଯ ରୂପେ ପରିଶାଧେ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେବେ କେହି ଅଜ୍ଞାତସାରରେ ପବିତ୍ର ଦ୍ରବ୍ୟ ଭୋଜନ କରେ, ତେବେ ସେ ତହିଁର ପଞ୍ଚମାଂଶ ଅଧିକା କରି ଯାଜକକୁ ପବିତ୍ର ଦ୍ରବ୍ୟ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି କେହି ଅଜ୍ଞାତସାରରେ ପବିତ୍ର ଖାଦ୍ୟ ଭୋଜନ କରିଥାଏ, ତେବେ ସେ ଦ୍ରବ୍ୟର ମୂଲ୍ୟର ଏକ ପଞ୍ଚମାଂଶ ଅଧିକ ମୂଲ୍ୟ ଯାଜକକୁ ପବିତ୍ର ନୈବେଦ୍ୟ ରୂପେ ପରିଶୋଧ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯଦି କେହି ଅଜ୍ଞାତସାରରେ ପବିତ୍ର ଦ୍ରବ୍ୟ ଭୋଜନ କରେ, ତେବେ ସେ ତହିଁର ପଞ୍ଚମାଂଶ ଅଧିକା କରି ଯାଜକକୁ ପବିତ୍ର ଦ୍ରବ୍ୟ ଦେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯଦି କେହି ଅଜ୍ଞାତସାରରେ ପବିତ୍ର ଦ୍ରବ୍ୟ ଭୋଜନ କରେ, ତେବେ ସେ ତହିଁର ପଞ୍ଚମାଂଶ ଅଧିକା କରି ଯାଜକକୁ ପବିତ୍ର ଦ୍ରବ୍ୟ ଦେବ।