Leviticus 22:15 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଯେଉଁସବୁ ପବିତ୍ର ଉପହାର ଉତ୍ସର୍ଗ କରନ୍ତି, ଯାଜକଗଣ ତାହାସବୁ ଅପବିତ୍ର କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୁପେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯେଉଁ ପବିତ୍ର ଦ୍ରବ୍ୟ ଉତ୍ସର୍ଗ କରନ୍ତି, ସେମାନେ ତାହା ସବୁ ଅପବିତ୍ର କରିବେ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲର ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁସବୁ ପବିତ୍ର ଉପହାର ଉତ୍ସର୍ଗ କରନ୍ତି, ଯାଜକଗଣ ତାହା ସବୁ ଅପବିତ୍ର କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯେଉଁ ପବିତ୍ର ଦ୍ରବ୍ୟ ଉତ୍ସର୍ଗ କରନ୍ତି, ସେମାନେ ତାହାସବୁ ଅପବିତ୍ର କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯେଉଁ ପବିତ୍ର ଦ୍ରବ୍ୟ ଉତ୍ସର୍ଗ କରନ୍ତି, ସେମାନେ ତାହା ସବୁ ଅପବିତ୍ର କରିବେ ନାହିଁ।