Leviticus 22:16 — Compare Translations
5 translations compared side by side
Odia - 1840
"ପୁଣି ତାହା ହାଇପୋ ରେ, ଯଦି ଯାଜକଗଣ ଇଶ୍ରାୟେଲୀୟମାନଙ୍କୁ ସମାନଙ୍କେର ନିଜର ପବିତ୍ର ନବୈେଦ୍ଯ ଖାଇବା ପାଇଁ ଅନୁମତି ଦଇେ ଜୋରୀମାନା କରିପାରନ୍ତି। କାରଣ କବଳେ ମୁଁ ଯେ କି ନବୈେଦ୍ଯକୁ ପବିତ୍ର କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଆପଣାମାନଙ୍କର ପବିତ୍ର ଦ୍ରବ୍ୟ ଭୋଜନ କରି ଦୋଷଜନକ ଅପରାଧ ବହନ କରିବେ ନାହିଁ; କାରଣ ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତାହା ହୋଇପାରେ, ଯଦି ଯାଜକଗଣ ଇସ୍ରାଏଲୀୟମାନଙ୍କୁ ସେମାନଙ୍କର ନିଜର ପବିତ୍ର ନୈବେଦ୍ୟ ଖାଇବା ପାଇଁ ଅନୁମତି ଦେଇ ଜୋରୀମାନା କରି ପାରନ୍ତି। କାରଣ କେବଳ ମୁଁ ଯେ କି ନୈବେଦ୍ୟକୁ ପବିତ୍ର କରିଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଆପଣାମାନଙ୍କର ପବିତ୍ର ଦ୍ରବ୍ୟ ଭୋଜନ କରି ଦୋଷଜନକ ଅପରାଧ ବହନ କରିବେ ନାହିଁ; କାରଣ ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ ଅଟୁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଆପଣାମାନଙ୍କର ପବିତ୍ର ଦ୍ରବ୍ୟ ଭୋଜନ କରି ଦୋଷଜନକ ଅପରାଧ ବହନ କରିବେ ନାହିଁ; କାରଣ ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ ଅଟୁ।”