Leviticus 22:18 — Compare Translations
5 translations compared side by side
Odia - 1840
"ତୁମ୍ଭେ ହାରୋଣଙ୍କୁ, ତାଙ୍କର ସନ୍ତାନଗଣଙ୍କୁ ଓ ଇଶ୍ରାୟେଲର ସମସ୍ତ ସନ୍ତାନଗଣଙ୍କୁ କୁହ, ଇଶ୍ରାୟେଲ ବଂଶର ହୁଅନ୍ତୁ କିମ୍ବା ସମାନଙ୍କେ ସହବାସୀ ବିଦେଶୀ ହୁଅନ୍ତୁ, ଯେଉଁମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହାମବେଳି ନିମନ୍ତେ ମାନତପୂର୍ବକ ବା ସ୍ବେଚ୍ଛାପୂର୍ବକ କୌଣସି ନବୈେଦ୍ଯ ଆଣନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣକୁ କୁହ, ଇସ୍ରାଏଲ ବଂଶ କିଅବା ଇସ୍ରାଏଲ ମଧ୍ୟରେ ବିଦେଶୀମାନଙ୍କ ମଧ୍ୟରୁ ଯେଉଁମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ମାନତପୂର୍ବକ ବା ସ୍ଵେଚ୍ଛାପୂର୍ବକ କୌଣସି ଉପହାର ଆଣନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ହାରୋଣଙ୍କୁ, ତାଙ୍କର ସନ୍ତାନଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣଙ୍କୁ କୁହ, ଇସ୍ରାଏଲ ବଂଶର ହୁଅନ୍ତୁ କିମ୍ବା ସେମାନଙ୍କ ସହବାସୀ ବିଦେଶୀ ହୁଅନ୍ତୁ, ଯେଉଁମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ମାନତପୂର୍ବକ ବା ସ୍ୱେଚ୍ଛାପୂର୍ବକ କୌଣସି ନୈବେଦ୍ୟ ଆଣନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣକୁ କୁହ, ‘ଇସ୍ରାଏଲ ବଂଶ କିଅବା ଇସ୍ରାଏଲ ମଧ୍ୟରେ ବିଦେଶୀମାନଙ୍କ ମଧ୍ୟରୁ ଯେଉଁମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ମାନତପୂର୍ବକ ବା ସ୍ଵେଚ୍ଛାପୂର୍ବକ କୌଣସି ଉପହାର ଆଣନ୍ତି,
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣକୁ କୁହ, ଇସ୍ରାଏଲ ବଂଶ କିଅବା ଇସ୍ରାଏଲ ମଧ୍ୟରେ ବିଦେଶୀମାନଙ୍କ ମଧ୍ୟରୁ ଯେଉଁମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ମାନତପୂର୍ବକ ବା ସ୍ଵେଚ୍ଛାପୂର୍ବକ କୌଣସି ଉପହାର ଆଣନ୍ତି,