Leviticus 22:19 — Compare Translations
5 translations compared side by side
Odia - 1840
"ସମାନେେ ଗ୍ରାହ୍ଯ ହବୋ ନିମନ୍ତେ ନିଖୁଣ ଅଣ୍ଡିରା ମଷେ, ଗୋରୁ କିମ୍ବା ପୁଂଛାଗ ଉତ୍ସର୍ଗ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଗ୍ରାହ୍ୟ ହେବା ନିମନ୍ତେ ଗୋରୁ କି ମେଷ କି ଛାଗ ମଧ୍ୟରୁ ନିଖୁଣ ପୁଂପଶୁ ଉତ୍ସର୍ଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଗ୍ରାହ୍ୟ ହେବା ନିମନ୍ତେ ନିଖୁଣ ଅଣ୍ଡିରା ମେଷ, ଗୋରୁ କିମ୍ବା ପୁଂ ଛାଗ ଉତ୍ସର୍ଗ କରିବା ଉଚିତ୍। ମାତ୍ର ଖୁଣଥିବା ପ୍ରାଣୀକୁ ତୁମ୍ଭେମାନେ ଉତ୍ସର୍ଗ କରିବା ଉଚିତ୍ ନୁହଁ। କାରଣ ତାହା ନୈବେଦ୍ୟ ରୂପେ ଗ୍ରହଣୀୟ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଗ୍ରାହ୍ୟ ହେବା ନିମନ୍ତେ ଗୋରୁ କି ମେଷ କି ଛାଗ ମଧ୍ୟରୁ ନିଖୁନ୍ତ ପୁଂପଶୁ ଉତ୍ସର୍ଗ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଗ୍ରାହ୍ୟ ହେବା ନିମନ୍ତେ ଗୋରୁ କି ମେଷ କି ଛାଗ ମଧ୍ୟରୁ ନିଖୁନ୍ତ ପୁଂ ପଶୁ ଉତ୍ସର୍ଗ କରିବେ।