Leviticus 22:20 — Compare Translations

4 translations compared side by side

Odia - 1840
"ମାତ୍ର ଖୁଣଥିବା ପ୍ରଣୀକୁ ତୁମ୍ଭମାନେେ ଉତ୍ସର୍ଗ କରିବା ଉଚିତ୍ ନୁହଁ। କାରଣ ତାହା ନବୈେଦ୍ଯ ରୂପେ ଗ୍ରହଣୀଯ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯାହାର ଖୁଣ ଥାଏ, ତାକୁ ତୁମ୍ଭେମାନେ ଉତ୍ସର୍ଗ କରିବ ନାହିଁ; କାରଣ ତାହା ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବ ନାହିଁ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯାହାର ଖୁଣ ଥାଏ, ତାକୁ ତୁମ୍ଭେମାନେ ଉତ୍ସର୍ଗ କରିବ ନାହିଁ; କାରଣ ତାହା ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯାହାର ଖୁଣ ଥାଏ, ତାକୁ ତୁମ୍ଭେମାନେ ଉତ୍ସର୍ଗ କରିବ ନାହିଁ; କାରଣ ତାହା ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବ ନାହିଁ।