Leviticus 22:21 — Compare Translations
5 translations compared side by side
Odia - 1840
"ମାତ୍ର କୌଣସି ଲୋକ ମାନସିକ ସିଦ୍ଧି ନିମନ୍ତେ ଅବା ସ୍ବେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ ଅବା ପଲରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତବେେ ତାହା ଗ୍ରାହ୍ଯ ହବୋ ନିମନ୍ତେ ନିଖୁଣ ପଶୁ ହବେ ଓ ତାହାଠା ରେ କୌଣସି ଖୁଣ ନଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, କୌଣସି ଲୋକ ଯେବେ ମାନତ ସିଦ୍ଧି ନିମନ୍ତେ ଅବା ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ ଅବା ପଲରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତେବେ ତାହା ଗ୍ରାହ୍ୟ ହେବା ନିମନ୍ତେ ନିଖୁଣ ହେବ; ତାହାଠାରେ କୌଣସି ଖୁଣ ନ ଥିବ ।
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର କୌଣସି ଲୋକ ମାନସିକ ସିଦ୍ଧି ନିମନ୍ତେ ଅବା ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ ଅବା ପଲରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତେବେ ତାହା ଗ୍ରାହ୍ୟ ହେବା ନିମନ୍ତେ ନିଖୁଣ ପଶୁ ହେବ ଓ ତାହାଠାରେ କୌଣସି ଖୁଣ ନ ଥିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, କୌଣସି ଲୋକ ଯଦି ମାନତ ସିଦ୍ଧି ନିମନ୍ତେ ଅବା ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ (ଗାଈଗୋରୁ ପଲ) ଅବା ପଲରୁ (ମେଷ, ଛାଗପଲ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତେବେ ତାହା ଗ୍ରାହ୍ୟ ହେବା ନିମନ୍ତେ ନିଖୁନ୍ତ ହେବ; ତାହାଠାରେ କୌଣସି ଖୁଣ ନ ଥିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, କୌଣସି ଲୋକ ଯଦି ମାନତ ସିଦ୍ଧି ନିମନ୍ତେ ଅବା ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ (ଗାଈଗୋରୁ ପଲ) ଅବା ପଲରୁ (ମେଷ, ଛାଗ ପଲ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତେବେ ତାହା ଗ୍ରାହ୍ୟ ହେବା ନିମନ୍ତେ ନିଖୁନ୍ତ ହେବ; ତାହାଠାରେ କୌଣସି ଖୁଣ ନ ଥିବ।