Leviticus 22:23 — Compare Translations

5 translations compared side by side

Odia - 1840
"ତୁମ୍ଭେ ଗୋଟିଏ ପଶୁର, ଯାହାର ଗୋଟିଏ ଗୋଡ ଅତି ଲମ୍ବା କିମ୍ବା ଗୋଟିଏ ଅସମାନ ପାଦ ଉତ୍ସର୍ଗ କରିପାର, ମାତ୍ର ମାନସିକ ଶାନ୍ତି ନିମନ୍ତେ ସପରେି ଗାଈ କିମ୍ବା ମେଣ୍ଢା ଗ୍ରାହ୍ଯ ହବେନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଅଧିକାଙ୍ଗ କି ହୀନାଙ୍ଗ ଗୋରୁ କି ମେଷ ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରି ପାର; ମାତ୍ର ମାନତ ନିମନ୍ତେ ତାହା ଗ୍ରାହ୍ୟ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଗୋଟିଏ ପଶୁର, ଯାହାର ଗୋଟିଏ ଗୋଡ଼ ଅତି ଲମ୍ବା କିମ୍ବା ଗୋଟିଏ ଅସମାନ ପାଦ ଉତ୍ସର୍ଗ କରିପାର, ମାତ୍ର ମାନସିକ ଶାନ୍ତି ନିମନ୍ତେ ସେପରି ଗାଈ କିମ୍ବା ମେଣ୍ଢା ଗ୍ରାହ୍ୟ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଅଧିକ ଅଙ୍ଗ କି ହୀନାଙ୍ଗ ଗୋରୁ କି ମେଷ ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରିପାର; ମାତ୍ର ମାନତ ନିମନ୍ତେ ତାହା ଗ୍ରାହ୍ୟ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଅଧିକ ଅଙ୍ଗ କି ହୀନାଙ୍ଗ ଗୋରୁ କି ମେଷ ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରି ପାର; ମାତ୍ର ମାନତ ନିମନ୍ତେ ତାହା ଗ୍ରାହ୍ୟ ହେବ ନାହିଁ।