Leviticus 22:24 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ଯେଉଁ ପ୍ରାଣୀର କୋଷ ମାେଡା କି ଛଚୋ କି ଭଙ୍ଗା କି କଟା ଏପରି ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ କରିବ ନାହିଁକିମ୍ବା ତୁମ୍ଭମାନେେ ଆପଣା ଦେଶ ରେ ଏପରି ବଳିଦାନ କରିବନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯାହାର କୋଷ ମଳା କି ଛେଚା କି ଭଙ୍ଗା କି କଟା, ଏପରି (ପଶୁ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ; କିଅବା ତୁମ୍ଭେମାନେ ଆପଣା ଦେଶରେ ଏପରି କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ମଧ୍ୟ ଯେଉଁ ପ୍ରାଣୀର କୋଷ ମୋଡ଼ା କି ଛେଗ୍ଭ କି ଭଙ୍ଗା କି କଟା ଏପରି ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ କିମ୍ବା ତୁମ୍ଭେମାନେ ଆପଣା ଦେଶରେ ଏପରି ବଳିଦାନ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯାହାର କୋଷ ମଳା, ଛେଚା, ଭଙ୍ଗା, କଟା, ଏପରି (ପଶୁ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ; କିଅବା ତୁମ୍ଭେମାନେ ଆପଣା ଦେଶରେ ଏପରି ବଳି ଉତ୍ସର୍ଗ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯାହାର କୋଷ ମଳା, ଛେଚା, ଭଙ୍ଗା, କଟା, ଏପରି (ପଶୁ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ; କିଅବା ତୁମ୍ଭେମାନେ ଆପଣା ଦେଶରେ ଏପରି ବଳି ଉତ୍ସର୍ଗ କରିବ ନାହିଁ।